ବିକାଶ ମେଳାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 13 ଜୁନ୍ (ହି.ସ.)- ବିକାଶ ମେଳାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ କଟକ ତଳ ବାଲିଯାତ୍ରା ପଡ଼ିଆରେ ଆୟୋଜିତ ନାରୀ ଶକ୍ତି ସମାବେଶ କାର୍ଯ୍ୟକ୍ରମରେ ବିକାଶ ମେଳାର ଶୁଭାରମ୍ଭ କରିଛନ୍ତି ମ
ବିକାଶ ମେଳାର ଶୁଭାରମ୍ଭ କଲେ     ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 13 ଜୁନ୍ (ହି.ସ.)- ବିକାଶ ମେଳାର

ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି

ଅବସରରେ କଟକ ତଳ ବାଲିଯାତ୍ରା ପଡ଼ିଆରେ ଆୟୋଜିତ ନାରୀ ଶକ୍ତି ସମାବେଶ କାର୍ଯ୍ୟକ୍ରମରେ ବିକାଶ

ମେଳାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande