ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି- ଗୃହରକ୍ଷୀ ମାନଙ୍କ ଦୈନିକ ଡ୍ୟୁଟି କଲ-ଅପ ଭତ୍ତା ୬୧୨ ଟଙ୍କାରୁ ୬୨୩ ଟଙ୍କାକୁ ବୃଦ୍ଧି
ଭୁବନେଶ୍ୱର, 13 ଜୁନ୍ (ହି.ସ.) - ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୃହରକ୍ଷୀ ମାନଙ୍କ ଡ୍ୟୁଟି କଲ-ଅପ ଭତ୍ତା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ଦୈନିକ ଡ୍ୟୁଟି କଲ-ଅପ ଭତ୍ତା ୬୧୨ ଟଙ୍କାରୁ ୬୨୩ ଟଙ୍କାକୁ ବୃଦ୍ଧି ପାଇଛି। ଏହି
ମୁଖ୍ୟମନ୍ତ୍ରୀଙ୍କ     ନିଷ୍ପତ୍ତି- ଗୃହରକ୍ଷୀ ମାନଙ୍କ ଦୈନିକ ଡ୍ୟୁଟି କଲ-ଅପ ଭତ୍ତା ୬୧୨ ଟଙ୍କାରୁ ୬୨୩ ଟଙ୍କାକୁ ବୃଦ୍ଧି


ଭୁବନେଶ୍ୱର, 13 ଜୁନ୍ (ହି.ସ.)

- ମୁଖ୍ୟମନ୍ତ୍ରୀ

ଶ୍ରୀ ମୋହନ ଚରଣ ମାଝୀ ଗୃହରକ୍ଷୀ ମାନଙ୍କ ଡ୍ୟୁଟି କଲ-ଅପ ଭତ୍ତା ବୃଦ୍ଧି କରିବା ପାଇଁ

ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ଦୈନିକ ଡ୍ୟୁଟି କଲ-ଅପ ଭତ୍ତା ୬୧୨ ଟଙ୍କାରୁ

୬୨୩ ଟଙ୍କାକୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ଭତ୍ତା ପରିମାଣ ପିଛିଲା ଭାବେ ୨୦୨୫ ଜାନୁଆରୀ

ପହିଲାରୁ ଲାଗୁହେବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande