ଗଣ ପର୍ବ ରଜର ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 14 ଜୁନ୍ (ହି.ସ.)- ଗଣ ପର୍ବ ରଜର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଓଡ଼ିଶାର ଗଣ ପର୍ବ ରଜ ଅବସରରେ ସଭିଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା। ମାଟି ଓ ମା''ଙ୍କୁ ସମ୍ମାନ ଜଣାଇବାର ଏହି ନିଆରା
ଗଣ ପର୍ବ ରଜର ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ


ଭୁବନେଶ୍ୱର, 14 ଜୁନ୍ (ହି.ସ.)- ଗଣ ପର୍ବ ରଜର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।

ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଓଡ଼ିଶାର ଗଣ ପର୍ବ ରଜ ଅବସରରେ ସଭିଙ୍କୁ

ହାର୍ଦ୍ଦିକ ଶୁଭେଚ୍ଛା। ମାଟି ଓ ମା'ଙ୍କୁ ସମ୍ମାନ ଜଣାଇବାର ଏହି ନିଆରା

ପରମ୍ପରା ସମସ୍ତଙ୍କ ଜୀବନରେ ଆନନ୍ଦ ଓ ଉଲ୍ଲାସ ଭରିଦେଉ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande