ରାଜ୍ୟପାଳ ଡ. ହରିବାବୁ କମ୍ଭମପତିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 15 ଜୁନ୍ (ହି.ସ.)- ରାଜ୍ୟପାଳ ଡ. ହରିବାବୁ କମ୍ଭମପତିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମହିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଓଡ଼ିଶାର ମହାମହିମ ରାଜ୍ୟପାଳ ଡ.ହରିବାବୁ କମ୍ଭମପତିଙ୍କୁ ଜନ୍ମଦିନର
ରାଜ୍ୟପାଳ ଡ. ହରିବାବୁ     କମ୍ଭମପତିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 15 ଜୁନ୍ (ହି.ସ.)- ରାଜ୍ୟପାଳ ଡ.

ହରିବାବୁ କମ୍ଭମପତିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଏନେଇ ସୋସିଆଲ ମହିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଓଡ଼ିଶାର ମହାମହିମ ରାଜ୍ୟପାଳ ଡ.ହରିବାବୁ

କମ୍ଭମପତିଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ

ନିକଟରେ ଆପଣଙ୍କର ସୁସ୍ଥ, ଦୀର୍ଘ ଓ ନିରାମୟ

ଜୀବନ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande