ରାଜ୍ୟପାଳଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଆଇନମନ୍ତ୍ରୀ
ଭୁବନେଶ୍ୱର, 15 ଜୁନ୍ (ହି.ସ.)- ରାଜ୍ୟପାଳଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଆଇନମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ମହାମହିମ ରାଜ୍ୟପାଳ ଡ.ହରିବାବୁ କମ୍ଭମପତିଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ
ରାଜ୍ୟପାଳଙ୍କୁ ଜନ୍ମଦିନର     ଶୁଭେଚ୍ଛା ଜଣାଇଲେ ଆଇନମନ୍ତ୍ରୀ


ଭୁବନେଶ୍ୱର, 15 ଜୁନ୍ (ହି.ସ.)- ରାଜ୍ୟପାଳଙ୍କୁ

ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଏନେଇ ସୋସିଆଲ ମିଡିଆ

ଏକ୍ସରେ ଆଇନମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ମହାମହିମ ରାଜ୍ୟପାଳ ଡ.ହରିବାବୁ କମ୍ଭମପତିଙ୍କୁ

ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଏବଂ ଶୁଭକାମନା । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ

ଆପଣଙ୍କ ସୁସ୍ଥ ଏବଂ ନିରାମୟ ଜୀବନ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande