ଭୁବନେଶ୍ୱର, 15 ଜୁନ୍ (ହି.ସ.)- ଆଜି ହେଉଛି ରଜ
ସଂକ୍ରାନ୍ତି । ଏହି ଅବସରରେ ରାଜ୍ୟବାସୀଙ୍କୁ ରଜ ପର୍ବର ଶୁଭକାମନା ଜଣାଇଛନ୍ତି
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି
ଯେ, ଓଡ଼ିଶାର ସଂସ୍କୃତି, କୃଷି ଅର୍ଥନୀତି ଓ
ଯୁବପିଢ଼ି ସହ ଜଡ଼ିତ ରଜ ସଂକ୍ରାନ୍ତି ଅବସରରେ ହାର୍ଦ୍ଦିକ ଶୁଭକାମନା ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା