ଭୁବନେଶ୍ୱର, 15 ଜୁନ୍ (ହି.ସ.)- ରାଜ୍ୟପାଳଙ୍କୁ
ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପୁରୀ ସାଂସଦ ସମ୍ବିତ ପାତ୍ର । ଏନେଇ ସୋସିଆଲ ମିଡିଆ ଏକ୍ସରେ
ସମ୍ବିତ ପାତ୍ର କହିଛନ୍ତି ଯେ, ଓଡ଼ିଶାର ମହାମହିମ ରାଜ୍ୟପାଳ ଡ.ହରିବାବୁ କମ୍ଭମପତିଙ୍କୁ
ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା l ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ଦୀର୍ଘାୟୁ ଓ ନିରାମୟ ଜୀବନ କାମନା
କରୁଛି l
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା