ଭୁବନେଶ୍ୱର, 16 ଜୁନ (ହି.ସ.) ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଥାଟରାଜା ରଣାର୍ଣ୍ଣବ ଦେବଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି. ପୁରୀର ଥାଟରାଜା ରଣାର୍ଣ୍ଣବ ଦେବଙ୍କ ଦେହାନ୍ତ ବିଷୟରେ ଶୁଣି ମୁଁ ଗଭୀର ଭାବେ ଦୁଃଖିତ ଏବଂ ମର୍ମାହତ। ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜ୍ଞାପନ କରୁଛି। ଏହି ଅସହ୍ୟ ଦୁଃଖ ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ସେମାନଙ୍କୁ ଧୈର୍ଯ୍ୟ ଓ ଅସୀମଶକ୍ତି ପ୍ରଦାନ କରନ୍ତୁ। ଦିବଂଗତ ଆତ୍ମା ର ଶାନ୍ତି ଓ ସଦଗତି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଅଛି। ଓଁ ଶାନ୍ତି!
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ