ଥାଟରାଜା ରଣାର୍ଣ୍ଣବ ଦେବଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 16 ଜୁନ (ହି.ସ.) ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଥାଟରାଜା ରଣାର୍ଣ୍ଣବ ଦେବଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି. ଗଜପତି ମହାରାଜା ଶ୍ରୀଦିବ୍ୟସିଂହ ଦେବଙ୍କ ସାନ ଭାଇ, ଥାଟରାଜା ରଣାର୍ଣ୍ଣବ ଦେବଙ୍କ ବିୟୋଗ ବିଷୟରେ ଜାଣି ମୁଁ
ଥାଟରାଜା ରଣାର୍ଣ୍ଣବ ଦେବଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ନବୀନ ପଟ୍ଟନାୟକ


ଭୁବନେଶ୍ୱର, 16 ଜୁନ (ହି.ସ.) ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଥାଟରାଜା ରଣାର୍ଣ୍ଣବ

ଦେବଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି. ଗଜପତି ମହାରାଜା ଶ୍ରୀଦିବ୍ୟସିଂହ ଦେବଙ୍କ ସାନ ଭାଇ, ଥାଟରାଜା ରଣାର୍ଣ୍ଣବ ଦେବଙ୍କ ବିୟୋଗ

ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ

ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande