ଥାଟରାଜା ରଣାର୍ଣ୍ଣବ ଦେବଙ୍କ ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ
ଭୁବନେଶ୍ୱର, 16 ଜୁନ୍ (ହି.ସ.) - ଥାଟରାଜା ରଣାର୍ଣ୍ଣବ ଦେବଙ୍କ ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପୂଜ୍ୟ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ସାନ ଭାଇ ତଥା ଥାଟରାଜା ରଣାର୍ଣ୍ଣବ ଦେବଙ୍କ
ଥାଟରାଜା ରଣାର୍ଣ୍ଣବ ଦେବଙ୍କ ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନଙ୍କ     ଶୋକ


ଭୁବନେଶ୍ୱର, 16 ଜୁନ୍ (ହି.ସ.)

- ଥାଟରାଜା ରଣାର୍ଣ୍ଣବ ଦେବଙ୍କ ବିୟୋଗରେ ଧର୍ମେନ୍ଦ୍ର

ପ୍ରଧାନ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି

ଯେ, ପୂଜ୍ୟ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ସାନ ଭାଇ ତଥା ଥାଟରାଜା ରଣାର୍ଣ୍ଣବ ଦେବଙ୍କ

ଅକାଳ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ

ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande