ଜୁଲାଇ ୩୧ ପର୍ଯ୍ୟନ୍ତ ଚାଲିବ ଡାଇରିଆ ନିରାକରଣ ଅଭିଯାନ
ଭୁବନେଶ୍ୱର, ୧୬ ଜୁନ୍ - ରାଜ୍ୟରେ ଡାଇରିଆ ନିରାକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ ହେବ। ଏହି ଅଭିଯାନ ଦେଢ଼ ମାସ ଧରି ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ସଂଯୁକ୍ତା ସାହୁ ସୂଚନା ଦେଇଛନ୍ତି। ସେ କହିଛନ୍ତି ଲୋକଙ୍କୁ ଓଆରଏସ୍ ଓ ଜିଙ୍କ୍ ଯୋଗାଇବାକୁ ସବସେଂଟରକୁ
ଜୁଲାଇ ୩୧ ପର୍ଯ୍ୟନ୍ତ ଚାଲିବ ଡାଇରିଆ ନିରାକରଣ ଅଭିଯାନ


ଭୁବନେଶ୍ୱର, ୧୬ ଜୁନ୍ - ରାଜ୍ୟରେ ଡାଇରିଆ ନିରାକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ ହେବ। ଏହି ଅଭିଯାନ ଦେଢ଼ ମାସ ଧରି ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ସଂଯୁକ୍ତା ସାହୁ ସୂଚନା ଦେଇଛନ୍ତି। ସେ କହିଛନ୍ତି ଲୋକଙ୍କୁ ଓଆରଏସ୍ ଓ ଜିଙ୍କ୍ ଯୋଗାଇବାକୁ ସବସେଂଟରକୁ ଦିଆଯାଇଛି। ଯାଜପୁର ଜିଲ୍ଲାରେ ମୃତ ରୋଗୀଙ୍କ ନମୂନାରୁ କଲେରା ଭୂତାଣୁ ମିଳିଛି। ଘାତକ ଭାରିଆଂଟ ଭିବ୍ରିଓ କଲେରା ଚିହ୍ନଟ ହୋଇଛି ବୋଲି କହିଛନ୍ତି ଡା. ସାହୁ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande