ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ପୁଣିଥରେ ଆଗକୁ ବଢିଛି
ଭୁବନେଶ୍ୱର, ୧୭ ଜୁନ୍ (ହି.ସ.)- ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ପୁଣିଥରେ ଆଗକୁ ବଢିଛି ଏବଂ ଆଜି ଏହା ସମ୍ପୂର୍ଣ୍ଣ ଓଡ଼ିଶାକୁ ଆଚ୍ଛାଦିତ କରିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ

 rajesh pande