ଭୁବନେଶ୍ୱର, 17 ଜୁନ୍ (ହି.ସ.)
- ସାଂସଦ ଶ୍ରୀ ବିଭୁପ୍ରସାଦ ତରାଇଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି
କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଜୁଏଲ ଓରାମ କହିଛନ୍ତି ଯେ, ଜଗତସିଂହପୁର
ଲୋକସଭାର ମାନ୍ୟବର ସାଂସଦ ଶ୍ରୀ ବିଭୁପ୍ରସାଦ ତରାଇଙ୍କୁ ଜନ୍ମଦିନ ଅବସରରେ ଅନେକ ଅନେକ ଶୁଭେଚ୍ଛା
ଓ ଶୁଭକାମନା। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଆପଣଙ୍କର ସୁଖ,
ସମୃଦ୍ଧି ଓ ଦୀର୍ଘାୟୁ
କାମନା କରୁଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା