ଗୋରଖପୁର 18 ଜୁନ (ହି.ସ)-ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୋରଖନାଥ
ମନ୍ଦିରରେ ଏକ ଜନ ଶୁଣାଣିର ଆୟୋଜନ କରିଛନ୍ତି।ଜନତା
ଦରବାରରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଶତାଧିକ ସଂଖ୍ୟାରେ ଆସିଥିବା ଅଭିଯୋଗକାରୀମାନେ ସେମାନଙ୍କର
ସମସ୍ୟା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଶୁଣାଇଥିଲେ।ମୁଖ୍ୟମନ୍ତ୍ରୀ ଘଟଣାସ୍ଥଳରେ
ଉପସ୍ଥିତ ଅଧିକାରୀମାନଙ୍କ ସମସ୍ୟାକୁ ସମାଧାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।ମୁଖ୍ୟମନ୍ତ୍ରୀ
ଅଭିଯୋଗକାରୀଙ୍କୁ ଜଣ ଜଣ କରି ଭେଟିଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ରଶ୍ମିତା