ଭୁବନେଶ୍ୱର,
18 ଜୁନ (ହି.ସ.)
- ଗୋପାଳପୁର ଗଣଦୁଷ୍କର୍ମ ମାମଲାକୁ ନେଇ ସରକାର କଡ଼ା ଆଭିମୁଖ୍ୟ
ଆପଣାଇଛନ୍ତି । ୨୪ ଘଣ୍ଟା ମଧ୍ୟରେ ସମସ୍ତ ଅଭିଯୁକ୍ତ ଗିରଫ ହୋଇ ସାରିଛନ୍ତି। ଅଭିଯୁକ୍ତଙ୍କ
ବିରୋଧରେ ଖୁବ୍ ଶୀଘ୍ର ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି
ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା