ସୁବ୍ରତ କୁମାର ସେନାପତି ଏବଂ ରାଜକିଶୋର ପାଢୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 18 ଜୁନ୍ (ହି.ସ.) - ସୁବ୍ରତ କୁମାର ସେନାପତି ଏବଂ ରାଜକିଶୋର ପାଢୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୨୫ ବର୍ଷ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ବାଲ୍
ସୁବ୍ରତ କୁମାର ସେନାପତି     ଏବଂ ରାଜକିଶୋର ପାଢୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା


ଭୁବନେଶ୍ୱର, 18 ଜୁନ୍ (ହି.ସ.)

- ସୁବ୍ରତ

କୁମାର ସେନାପତି ଏବଂ ରାଜକିଶୋର ପାଢୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି

ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୨୫ ବର୍ଷ ନିମନ୍ତେ

କେନ୍ଦ୍ର ସାହିତ୍ୟ ଏକାଡେମୀ ବାଲ୍ ସାହିତ୍ୟ ପୁରସ୍କାର ପାଇଁ ରାଜକିଶୋର ପାଢ଼ୀଙ୍କ କେତେ

ଫୁଲ ଫୁଟିଛି ଓ ଯୁବ ପୁରସ୍କାର ପାଇଁ ସୁବ୍ରତ କୁମାର ସେନାପତିଙ୍କ କଦମ୍ବ

ବନ ପୁସ୍ତକ ମନୋନୀତ ହୋଇଥିବାରୁ ଉଭୟଙ୍କୁ ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ ।

ଆପଣମାନଙ୍କ ସଫଳତା ଓଡ଼ିଆ ଭାଷା ଓ ସାହିତ୍ୟକୁ ସମୃଦ୍ଧ କରିବ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ

ନିକଟରେ ଆପଣମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତର କାମନା କରୁଛି

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande