ଭୁବନେଶ୍ୱର, 2 ଜୁନ୍ (ହି.ସ.)- ଯୁକ୍ତ ୩
ନାମଲେଖା ପାଇଁ ଫର୍ମ ଦାଖଲ ଅବଧି ବୃଦ୍ଧି ହୋଇଛି । ଜୁନ୍ ୪ ତାରିଖ ରାତି ୧୧ଟା ୪୫ ଯାଏଁ
ଫର୍ମ ଦାଖଲ ଅବଧି ବୃଦ୍ଧି କରାଯାଇଛି । ଫର୍ମ ଦାଖଲ ଅବଧି ବଢ଼ାଇଲା ଉଚ୍ଚ ଶିକ୍ଷା ବିଭାଗ । ଅବଧି
ବଢ଼ାଇବାକୁ ଛାତ୍ରଛାତ୍ରୀ ଓ ଅଭିଭାବକ ଦାବି କରିଥିଲେ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା