ଭୁବନେଶ୍ୱର, 2 ଜୁନ୍ (ହି.ସ.)
- ଓଡ଼ିଶାର
ପୂର୍ବତନ ମୁଖ୍ୟମନ୍ତ୍ରୀ ବିଶ୍ୱନାଥ ଦାସଙ୍କୁ ଶ୍ରଦ୍ଧାଜଂଳି ଜ୍ଞାପନ କଲେ କେନ୍ଦ୍ରମନ୍ତ୍ରୀ
ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ
ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଶ୍ୱନାଥ ଦାସଙ୍କ
ଶ୍ରାଦ୍ଧବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା