ଭୁବନେଶ୍ୱର,୨୦ ଜୁନ (ହି.ସ) - ଭଦ୍ରକ ବିଧାୟକ ସୀତାଂଶୁ ସେଖର ମହାପାତ୍ରଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଭଦ୍ରକର ଲୋକପ୍ରିୟ ବିଧାୟକ ସୀତାଂଶୁ ସେଖର ମହାପାତ୍ରଙ୍କୁ ଜନ୍ମଦିନ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା। ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ମା ଭଦ୍ରକାଳୀ ଆପଣଙ୍କୁ ସୁଖୀ, ନିରୋଗ ଓ ଦୀର୍ଘାୟୁ କରିବା ସହ ଲୋକସେବା ପାଇଁ ଅସୀମ ଶକ୍ତି ପ୍ରଦାନ କରନ୍ତୁ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା