ଚିକିତ୍ସା ପାଇଁ ମୁମ୍ବାଇ ଗଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 20 ଜୁନ୍ (ହି.ସ.)- ଚିକିତ୍ସା ପାଇଁ ଆଜି ମୁମ୍ବାଇ ଯାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଚିକିତ୍ସା ପାଇଁ ମୁମ୍ବାଇ ଯାଇଛନ୍ତି । କୋକିଲା ବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ହେବ ଚିକିତ୍ସା । 22 ତାରିଖରେ
ଚିକିତ୍ସା ପାଇଁ ମୁମ୍ବାଇ ଗଲେ ନବୀନ ପଟ୍ଟନାୟକ


ଭୁବନେଶ୍ୱର, 20 ଜୁନ୍ (ହି.ସ.)- ଚିକିତ୍ସା ପାଇଁ ଆଜି ମୁମ୍ବାଇ ଯାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

। ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଚିକିତ୍ସା ପାଇଁ ମୁମ୍ବାଇ ଯାଇଛନ୍ତି । କୋକିଲା ବେନ୍‌ ଧୀରୁଭାଇ

ଅମ୍ବାନୀ ହସ୍ପିଟାଲରେ ହେବ ଚିକିତ୍ସା । 22

ତାରିଖରେ

ହେବ ସର୍ଭାଇକାଲ୍ ଆର୍ଥ୍ରାଇଟିସର ହେବ ଅସ୍ତ୍ରୋପଚାର । ତେଣୁ ଆଜି ନବୀନ ପଟ୍ଟନାୟକ ମୁମ୍ବାଇ

ଯାଇଥିବା ସୂଚନା ମିଳିଛି ।

ସମସ୍ତେ ନବୀନଙ୍କ ଆରୋଗ୍ୟ କାମନା କରିବା ସହ ଅସ୍ତ୍ରୋପଚାର ସଫଳତାର ସହ ହେଉ ବୋଲି

ପ୍ରାର୍ଥନା କରିଛନ୍ତି । ନବୀନ ନିବାସ ସମ୍ମୁଖରେ ପୂଜାର୍ଚ୍ଚନା କରିଛନ୍ତି ବିଜେଡି ନେତ୍ରୀ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande