ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ସୁନ୍ଦରଗଡ଼ ଜିଲ୍ଲାର କୁତ୍ରାରେ ସର୍ବାଧିକ ୨୨.୬ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨୧ ଜୁନ୍ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ସୁନ୍ଦରଗଡ଼ ଜିଲ୍ଲାର କୁତ୍ରାରେ ସର୍ବାଧିକ ୨୨.୬ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ସୁନ୍ଦରଗଡ଼ ଜିଲ୍ଲାର ମନ୍ଦିରାଡ୍ୟାମ୍ ରେ ୧୧.୨ ମି.ମି., ବାଲିଶଙ୍କରାରେ ୭.୪ ମ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ସୁନ୍ଦରଗଡ଼ ଜିଲ୍ଲାର କୁତ୍ରାରେ ସର୍ବାଧିକ ୨୨.୬ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨୧ ଜୁନ୍ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ସୁନ୍ଦରଗଡ଼ ଜିଲ୍ଲାର କୁତ୍ରାରେ ସର୍ବାଧିକ ୨୨.୬ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ସୁନ୍ଦରଗଡ଼ ଜିଲ୍ଲାର ମନ୍ଦିରାଡ୍ୟାମ୍ ରେ ୧୧.୨ ମି.ମି., ବାଲିଶଙ୍କରାରେ ୭.୪ ମି.ମି., ରାୟଗଡ଼ା ଜିଲ୍ଲାର ଚନ୍ଦ୍ରପୁରରେ ୭.୨ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁରରେ ୭.୦ ମି.ମି., ଲହୁଣିପଡ଼ାରେ ୭.୦ ମି.ମି., କଳାହାଣ୍ଡି ଜିଲ୍ଲାର ଗୋଲାମୁଣ୍ଡାରେ ୭.୦ ମି.ମି., ବରଗଡ଼ ଜିଲ୍ଲାର ଝାରବନ୍ଧରେ ୬.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ରାସଗୋବିନ୍ଦପୁରରେ ୬.୦ ମି.ମି., ସୋନପୁର ଜିଲ୍ଲାର ସୋନପୁରରେ ୫.୪ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଟାଙ୍ଗରପାଲିରେ ୫.୨ ମି.ମି., ପୁରୀ ଜିଲ୍ଲାର ଗୋପରେ ୫.୦ ମି.ମି. ଏବଂ ସୋନପୁର ଜିଲ୍ଲାର ଡୁଙ୍ଗୁରିପାଲିରେ ୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande