ଯୋଗକୁ ଆମ ଦୈନନ୍ଦିନ ଜୀବନର ଅଂଶ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ
ଭୁବନେଶ୍ୱର, 21 ଜୁନ୍ (ହି.ସ.) - ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ଯୋଗକୁ ଆମ ଦୈନନ୍ଦିନ ଜୀବନର ଅଂଶ କରିବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅନ୍ତର୍ଜାତୀୟ ଯୋ
ଯୋଗକୁ ଆମ ଦୈନନ୍ଦିନ ଜୀବନର     ଅଂଶ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ


ଭୁବନେଶ୍ୱର, 21 ଜୁନ୍ (ହି.ସ.)

- ଆଜି ହେଉଛି

ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ଯୋଗକୁ ଆମ ଦୈନନ୍ଦିନ ଜୀବନର ଅଂଶ କରିବାକୁ ଆହ୍ୱାନ

ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ

କହିଛନ୍ତି ଯେ, ଅନ୍ତର୍ଜାତୀୟ ଯୋଗ ଦିବସ ଉପଲକ୍ଷେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ ।

ଶାରୀରିକ ଓ ମାନସିକ ସୁସ୍ଥତା ପାଇଁ ଯୋଗ ଏକ ଶକ୍ତିଶାଳୀ ମାଧ୍ୟମ । ଆସନ୍ତୁ, ଯୋଗକୁ ଆମ ଦୈନନ୍ଦିନ ଜୀବନର ଅଂଶ କରିବା ଏବଂ ଏହାର ସୁଫଳକୁ ଆହୁରି ସୁଦୂର ପ୍ରସାରୀ କରିବା

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande