'ପଦ୍ମଶ୍ରୀ' ବିନୋଦ କାନୁନଗୋଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 22 ଜୁନ୍ (ହି.ସ.) - ''ପଦ୍ମଶ୍ରୀ'' ବିନୋଦ କାନୁନଗୋଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ବିଶ୍ୱକୋଷ ''ଜ୍ଞାନମଣ୍ଡଳ''ର ରଚୟିତା ତଥା ଗବେଷକ ''ପଦ୍
'ପଦ୍ମଶ୍ରୀ'   ବିନୋଦ କାନୁନଗୋଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ     ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 22 ଜୁନ୍ (ହି.ସ.)

- 'ପଦ୍ମଶ୍ରୀ' ବିନୋଦ କାନୁନଗୋଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ବିଶ୍ୱକୋଷ 'ଜ୍ଞାନମଣ୍ଡଳ'ର ରଚୟିତା ତଥା ଗବେଷକ 'ପଦ୍ମଶ୍ରୀ' ବିନୋଦ କାନୁନଗୋଙ୍କ

ଶ୍ରାଦ୍ଧବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande