ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ସ୍ମରଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 23 ଜୁନ୍ (ହି.ସ.) - ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଷ୍ଟ୍ରୀୟ ଏକତା ଓ ଅଖଣ୍ଡତାର ପ୍ରତୀକ, ମହାନ ଶିକ୍ଷାବିତ, ପ୍ରଖର ରାଷ୍ଟ୍ରବାଦ
ଡ. ଶ୍ୟାମା ପ୍ରସାଦ     ମୁଖାର୍ଜୀଙ୍କ ସ୍ମରଣ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 23 ଜୁନ୍ (ହି.ସ.)

- ଡ. ଶ୍ୟାମା

ପ୍ରସାଦ ମୁଖାର୍ଜୀଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଷ୍ଟ୍ରୀୟ ଏକତା ଓ ଅଖଣ୍ଡତାର ପ୍ରତୀକ,

ମହାନ ଶିକ୍ଷାବିତ, ପ୍ରଖର ରାଷ୍ଟ୍ରବାଦୀ ତଥା ଭାରତୀୟ ଜନସଂଘର ସଂସ୍ଥାପକ ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ

ବଳିଦାନ ଦିବସରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande