ଦେଶି ମଦ ଚାଲାଣ ବେଳେ ଚଢ଼ାଉ, ଜଣେ ଗିରଫ
ଜୟପୁର, ୨୩ ଜୁନ୍ (ହି.ସ.) - ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ଆଜି ଚଢାଉ କରି ଜଣେ ଅଭିଯୁକ୍ତ କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲା ମହୁଲଭଟ୍ଟାରେ ପାକୁଲୁ କମାରା (୫୫)ା ସୁଚନା ଅନୁଯାଇ ଦେଶି ମଦ ଚାଲାଣ ହେଉଥିବା ସୂଚନା ପାଇ ଜୟପୁର ସଦର ଥାନା ଅନ୍ତର୍ଗତ ମହୁଲଭଟ୍ଟା ଗ୍ରାମ ରାସ୍ତାର
ଦେଶି ମଦ ଚାଲାଣ ବେଳେ ଚଢ଼ାଉ, ଜଣେ ଗିରଫ


ଜୟପୁର, ୨୩ ଜୁନ୍ (ହି.ସ.) - ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ଆଜି ଚଢାଉ କରି ଜଣେ ଅଭିଯୁକ୍ତ କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲା ମହୁଲଭଟ୍ଟାରେ ପାକୁଲୁ କମାରା (୫୫)ା ସୁଚନା ଅନୁଯାଇ ଦେଶି ମଦ ଚାଲାଣ ହେଉଥିବା ସୂଚନା ପାଇ ଜୟପୁର ସଦର ଥାନା ଅନ୍ତର୍ଗତ ମହୁଲଭଟ୍ଟା ଗ୍ରାମ ରାସ୍ତାରେ ଚଢାଉ କରିଛି । ଚଢାଉ କରି ୧୪ ଲିଟର ଦେଶି ମଦ ଜବତ କରି ଅଭିଯୁକ୍ତକୁ ଗିରଫ କରି ଆଜି କୋର୍ଟ ଚାଲାଣ କରିଥିବା ବିଷୟ ଜୟପୁର ଅବକାରି ଥାନା ତରଫରୁ ସୁଚନା ଦିଆଯାଇଛି।

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande