ଭୁବନେଶ୍ୱର, 24 ଜୁନ୍ (ହି.ସ.)
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମୋଦକ ଚୋରି ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି
ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ସେ କହିଛନ୍ତି ପ୍ରାରମ୍ଭିକ ତଦନ୍ତ ସତ୍ୟ ଆଧାରିତ ନୁହେଁ ।
ଆହୁରି ତଦନ୍ତ କରାଯିବ, ସିସିଟିଭି ମଧ୍ୟ ଯାଞ୍ଚ ହେବ । କେହି
ଦୋଷୀ ସାବ୍ୟସ୍ତ ହେଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଗୁପ୍ତନୀତି ସମ୍ପର୍କରେ
ବାହାରେ ଆଲୋଚନା କରିବା ଠିକ୍ ନୁହେଁ ବୋଲ ଗଣମାଧ୍ୟମରେ କହିଛନ୍ତି ମୁଖ୍ୟ ପ୍ରଶାସକ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା