ହାମର ଥ୍ରୋ ପ୍ରତିଯୋଗିତାରେ କାଂସ୍ୟ ପଦକ ଜିତିଥିବା ଅଙ୍କିତା ମହାପାତ୍ରଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 24 ଜୁନ୍ (ହି.ସ.)- ହାମର ଥ୍ରୋ ପ୍ରତିଯୋଗିତାରେ କାଂସ୍ୟ ପଦକ ଜିତିଥିବା ଅଙ୍କିତା ମହାପାତ୍ରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୩ ତମ ଜାତୀୟ ଜୁନିୟର (ୟୁ୨୦) ଫେଡେରେସନ ଆଥଲ
ହାମର ଥ୍ରୋ ପ୍ରତିଯୋଗିତାରେ କାଂସ୍ୟ ପଦକ ଜିତିଥିବା ଅଙ୍କିତା ମହାପାତ୍ରଙ୍କୁ ଶୁଭେଚ୍ଛା     ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 24 ଜୁନ୍ (ହି.ସ.)- ହାମର ଥ୍ରୋ ପ୍ରତିଯୋଗିତାରେ କାଂସ୍ୟ ପଦକ ଜିତିଥିବା ଅଙ୍କିତା ମହାପାତ୍ରଙ୍କୁ

ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୩ ତମ ଜାତୀୟ ଜୁନିୟର (ୟୁ୨୦) ଫେଡେରେସନ ଆଥଲେଟିକ୍ସ

ଚାମ୍ପିୟନସିପ୍ ୨୦୨୫ ରେ ହାମର ଥ୍ରୋ ପ୍ରତିଯୋଗିତାରେ ଉତ୍ତମ ପ୍ରଦର୍ଶନ କରି କାଂସ୍ୟ ପଦକ

ଅର୍ଜନ କରିଥିବା ଓଡ଼ିଆ କ୍ରୀଡ଼ାବିତ୍ ଅଙ୍କିତା ମହାପାତ୍ରଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ

ଶୁଭକାମନା। ଆପଣଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଓ ଉତ୍ତରୋତ୍ତର ଉନ୍ନତି କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande