ଭୁବନେଶ୍ୱର, 24 ଜୁନ୍ (ହି.ସ.)
- ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କୁ ଶ୍ରଦ୍ଧାଂଜଳି
ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ
କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ
ଶ୍ରାଦ୍ଧବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା