ଲୋକଙ୍କ ଅଭିଯୋଗ ଶୁଣିଲେ ପ୍ରଭାତି ପରିଡା
ଭୁବନେଶ୍ୱର, 24 ଜୁନ୍ (ହି.ସ.) - ଲୋକଙ୍କ ଅଭିଯୋଗ ଶୁଣିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଆଜି ସରକାରୀ ବାସଭବନରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଅଭିଯୋଗ ନେଇ ଆସିଥିବା ଜନସାଧାରଣଙ୍କ ଅଭିଯୋଗ ଶୁଣିଲି। ପ
ଲୋକଙ୍କ ଅଭିଯୋଗ ଶୁଣିଲେ ପ୍ରଭାତି ପରିଡା


ଭୁବନେଶ୍ୱର, 24 ଜୁନ୍ (ହି.ସ.)

- ଲୋକଙ୍କ ଅଭିଯୋଗ ଶୁଣିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ

ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଆଜି ସରକାରୀ ବାସଭବନରେ ରାଜ୍ୟର

ବିଭିନ୍ନ ପ୍ରାନ୍ତରୁ ଅଭିଯୋଗ ନେଇ ଆସିଥିବା ଜନସାଧାରଣଙ୍କ ଅଭିଯୋଗ ଶୁଣିଲି। ପ୍ରତ୍ୟେକଟି

ସମସ୍ୟାକୁ ଗୁରୁତ୍ଵର ସହ ବିଚାର କରିବା ଏବଂ ତ୍ଵରିତ ନ୍ୟାୟ ପ୍ରଦାନ ପାଇଁ ଆମ ସରକାର

ପ୍ରତିଶୃତିବଦ୍ଧ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande