କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଜୁଏଲ ଓରାମ
ଭୁବନେଶ୍ୱର, 26 ଜୁନ୍ (ହି.ସ.) - କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଜୁଏଲ ଓରାମ କହିଛନ୍ତି ଯେ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ମୋର ପ୍ରିୟ ଛୋଟ ଭାଇ
କେନ୍ଦ୍ରମନ୍ତ୍ରୀ     ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଜୁଏଲ ଓରାମ


ଭୁବନେଶ୍ୱର, 26 ଜୁନ୍ (ହି.ସ.)

- କେନ୍ଦ୍ର

ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ

ଜୁଏଲ ଓରାମ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଜୁଏଲ ଓରାମ କହିଛନ୍ତି ଯେ, କେନ୍ଦ୍ର

ଶିକ୍ଷାମନ୍ତ୍ରୀ ତଥା ମୋର ପ୍ରିୟ ଛୋଟ ଭାଇ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ହାର୍ଦ୍ଦିକ

ଶୁଭେଚ୍ଛା ଓ ଶୁଭକାମନା । ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣଙ୍କୁ ଉତମ ସ୍ୱାସ୍ଥ୍ୟ ଏବଂ ଦୀର୍ଘାୟୁ

ଜୀବନ ପ୍ରଦାନ କରନ୍ତୁ ଏହାହିଁ ମଙ୍ଗଳକାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande