ଧର୍ମେନ୍ଦ୍ରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, ୨୬ ଜୁନ (ହି.ସ.)- କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏକ୍ସରେ ନବୀନ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କର ଉତମ ସ୍ୱାସ୍ଥ୍ୟ ଓ ଦୀର୍ଘ ଜୀବନ କାମନା କରିଛନ୍ତି। ---------------
ଧର୍ମେନ୍ଦ୍ରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ


ଭୁବନେଶ୍ୱର, ୨୬ ଜୁନ (ହି.ସ.)- କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏକ୍ସରେ ନବୀନ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କର ଉତମ ସ୍ୱାସ୍ଥ୍ୟ ଓ ଦୀର୍ଘ ଜୀବନ କାମନା କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande