ଭୁବନେଶ୍ୱର, 26 ଜୁନ୍ (ହି.ସ.)
- କେନ୍ଦ୍ର
ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା
ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ
ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା । ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ସୁଦୀର୍ଘ ଜୀବନ
କାମନା କରୁଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା