କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପିଏମ ମୋଦି
ନୂଆଦିଲ୍ଲୀ, 26 ଜୁନ୍ (ହି.ସ.) - କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ରୀୟ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ
କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର     ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପିଏମ ମୋଦି


ନୂଆଦିଲ୍ଲୀ, 26 ଜୁନ୍ (ହି.ସ.)

- କେନ୍ଦ୍ର

ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

ନରେନ୍ଦ୍ର ମୋଦି । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ରୀୟ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ

ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା।

ପିଏମ ମୋଦି କହିଛନ୍ତି ଯେ, ଭାରତର

ଶିକ୍ଷା କ୍ଷେତ୍ରରେ ତାଙ୍କର ପ୍ରୟାସ, ବିଶେଷ କରି ଗବେଷଣା ଓ ଉଦ୍ଭାବନ ଉପରେ ତାଙ୍କ ଗୁରୁତ୍ୱ ଦିଆଯିବା କାର୍ଯ୍ୟ ପ୍ରଶଂସାଯୋଗ୍ୟ

ଅଟେ ଓ ଏହା ଭାରତର ଯୁବଶକ୍ତି ପାଇଁ ବଡ଼ ଲାଭକାରୀ ସାବ୍ୟସ୍ତ ହେଉଛି। ତାଙ୍କ ସୁଦୀର୍ଘ ଓ

ସ୍ୱାସ୍ଥ୍ୟମୟ ଜୀବନ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande