ଭୁବନେଶ୍ୱର, 26 ଜୁନ୍ (ହି.ସ.)
- ବିଧାନସଭା
ପରିସରରେ ଥିବା ମହାନ ସ୍ୱାଧୀନତା ସଂଗ୍ରାମୀ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ
ତାଙ୍କ ପୂଣ୍ୟତିଥି ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଏହି ଅବସରରେ ବାଚସ୍ପତି ସୁରମା
ପାଢି, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତି ପରିଡା
ପ୍ରମୁଖ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ମନ୍ତ୍ରୀ ଓ ବିଧାୟକ ଓ ବରିଷ୍ଠ ସମାଜସେବୀ
ପ୍ରମୁଖ ଉପସ୍ଥିତ ଥିଲେ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା