କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଯୋଗୀ ଆଦିତ୍ୟନାଥ
ଲକ୍ଷ୍ନୌ, 26 ଜୁନ୍ (ହି.ସ.)- କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ, ବିଜେପି ପରିବାରର ବରିଷ୍ଠ ସଦସ୍ୟ, କେନ୍ଦ୍
କେନ୍ଦ୍ରମନ୍ତ୍ରୀ     ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଯୋଗୀ ଆଦିତ୍ୟନାଥ


ଲକ୍ଷ୍ନୌ, 26 ଜୁନ୍ (ହି.ସ.)- କେନ୍ଦ୍ରମନ୍ତ୍ରୀ

ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ

ଆଦିତ୍ୟନାଥ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ, ବିଜେପି

ପରିବାରର ବରିଷ୍ଠ ସଦସ୍ୟ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର

ହାର୍ଦ୍ଦିକ ଶୁଭେଚ୍ଛା ।

ଭଗବାନ ଶ୍ରୀ ଜଗନ୍ନାଥଙ୍କ

ନିକଟରେ ଆପଣଙ୍କ ସୁସ୍ଥ, ସୁଦୀର୍ଘ ଏବଂ ସୁଯଶପୂର୍ଣ୍ଣ ଜୀବନ ପାଇଁ ପ୍ରାର୍ଥନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande