ଭକ୍ତଙ୍କୁ ଟଙ୍କ ତୋରାଣି ବାଂଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୭ ଜୁନ୍ (ହି.ସ.) - ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରଥଯାତ୍ରା ଅବସରରେ ସିଂହ ଦ୍ୱାରଠାରେ ଓଡ଼ିଶା ପୋଲିସ୍ ର କରୁଣା ଅନୁଷ୍ଠାନ ଆନୁକୁଲ୍ୟରେ ଆୟୋଜିତ ଟଙ୍କତୋରାଣି ବଂଟନ କେନ୍ଦ୍ରକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କୁ ଟଙ୍କ ତୋରାଣି ବଂଟନ କର
ଭକ୍ତଙ୍କୁ ଟଙ୍କ ତୋରାଣି ବାଂଟିଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, ୨୭ ଜୁନ୍ (ହି.ସ.) - ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରଥଯାତ୍ରା ଅବସରରେ ସିଂହ ଦ୍ୱାରଠାରେ ଓଡ଼ିଶା ପୋଲିସ୍ ର କରୁଣା ଅନୁଷ୍ଠାନ ଆନୁକୁଲ୍ୟରେ ଆୟୋଜିତ ଟଙ୍କତୋରାଣି ବଂଟନ କେନ୍ଦ୍ରକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କୁ ଟଙ୍କ ତୋରାଣି ବଂଟନ କରିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande