ର୍ଜଗତ୍ ଗୁରୁ ଶଙ୍କରାଚାର୍ଯ୍ୟଙ୍କ ଆଶୀର୍ବାଦ ନେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୭ ଜୁନ୍ (ହି.ସ.) - ରଥଯାତ୍ରା ଅବସରରେ ପୁରୀ ଗୋବର୍ଦ୍ଧନ ପୀଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପହଂଚି ଜଗତ୍ ଗୁରୁ ଶଙ୍କରାଚାର୍ଯ୍ୟଙ୍କ ଆଶୀର୍ବାଦ ଗ୍ରହଣ କରିଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ସାଇଟ୍ ଏକ୍ସରେ ପୋଷ୍ଟ କରିଛନ୍ତି। ---------------
ର୍ଜଗତ୍ ଗୁରୁ ଶଙ୍କରାଚାର୍ଯ୍ୟଙ୍କ ଆଶୀର୍ବାଦ ନେଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, ୨୭ ଜୁନ୍ (ହି.ସ.) - ରଥଯାତ୍ରା ଅବସରରେ ପୁରୀ ଗୋବର୍ଦ୍ଧନ ପୀଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପହଂଚି ଜଗତ୍ ଗୁରୁ ଶଙ୍କରାଚାର୍ଯ୍ୟଙ୍କ ଆଶୀର୍ବାଦ ଗ୍ରହଣ କରିଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ସାଇଟ୍ ଏକ୍ସରେ ପୋଷ୍ଟ କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande