ଭୁବନେଶ୍ୱର, 27 ଜୁନ୍ (ହି.ସ.)- ମହାନ
ସାହିତ୍ୟିକ ପଣ୍ଡିତ କୃପାସିନ୍ଧୁ ମିଶ୍ରଙ୍କ ସ୍ମୃତିଚାରଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ
ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ସତ୍ୟବାଦୀ
ଯୁଗର ବରେଣ୍ୟ ସ୍ରଷ୍ଟା, ମହାନ ସାହିତ୍ୟିକ ପଣ୍ଡିତ କୃପାସିନ୍ଧୁ ମିଶ୍ରଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ ଜଣାଉଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା