ଭୁବନେଶ୍ୱର, 27 ଜୁନ୍ (ହି.ସ.)
- ପବିତ୍ର
ରଥଯାତ୍ରାର ଶୁଭକାମନା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ
ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ପବିତ୍ର ରଥଯାତ୍ରାର ଶୁଭ ଅବସରରେ ହାର୍ଦ୍ଦିକ
ଶୁଭେଚ୍ଛା ଓ ଅଭିନନ୍ଦନ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା