କେନ୍ଦ୍ର ମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ ଶିବୁ ସୋରେନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ, ଆଶୁ ଆରୋଗ୍ୟ କାମନା କଲେ
ରାଂଚି, ୨୮ ଜୁନ୍ (ହି.ସ.)- ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଭର୍ତି ହୋଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଜ୍ୟସଭା ସାଂସଦ ଶିବୁ ସୋରେନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରିବା ପରେ, କେନ୍ଦ୍ର ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । କେନ୍ଦ୍ରମନ୍ତ
କେନ୍ଦ୍ର ମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ ଶିବୁ ସୋରେନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ, ଆଶୁ ଆରୋଗ୍ୟ କାମନା କଲେ


ରାଂଚି, ୨୮ ଜୁନ୍ (ହି.ସ.)- ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଭର୍ତି ହୋଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଜ୍ୟସଭା ସାଂସଦ ଶିବୁ ସୋରେନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରିବା ପରେ, କେନ୍ଦ୍ର ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । କେନ୍ଦ୍ରମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସ ରେ କହିଛନ୍ତି ଯେ, ସେ ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଭେଟିଛନ୍ତି ଏବଂ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଜ୍ୟସଭା ସାଂସଦ ଶିବୁ ସୋରେନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । ମୁଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ 'ଗୁରୁଜୀ' ଶୀଘ୍ର ସମ୍ପୂର୍ଣ୍ଣ ସୁସ୍ଥ ହୋଇଯାଆନ୍ତୁ ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande