ଜୟପୁର ମହାରାଜା ସ୍ଵର୍ଗତ ବିକ୍ରମଦେବ ବର୍ମାଙ୍କ ସ୍ମରଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 28 ଜୁନ୍ (ହି.ସ.)- ଜୟପୁର ମହାରାଜା ସ୍ଵର୍ଗତ ବିକ୍ରମଦେବ ବର୍ମାଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ପୁରୋଧା ତଥା ଜୟପୁର
ଜୟପୁର ମହାରାଜା ସ୍ଵର୍ଗତ     ବିକ୍ରମଦେବ ବର୍ମାଙ୍କ ସ୍ମରଣ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 28 ଜୁନ୍ (ହି.ସ.)- ଜୟପୁର

ମହାରାଜା ସ୍ଵର୍ଗତ ବିକ୍ରମଦେବ ବର୍ମାଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ

ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱତନ୍ତ୍ର ଓଡ଼ିଶା

ପ୍ରଦେଶ ଗଠନର ଅନ୍ୟତମ ପୁରୋଧା ତଥା ଜୟପୁର ମହାରାଜା ସ୍ଵର୍ଗତ ବିକ୍ରମଦେବ ବର୍ମାଙ୍କ ଜୟନ୍ତୀରେ

ଭକ୍ତିପୂତ ପ୍ରଣାମ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande