ଜୟପୁର ମହାରାଜା ସ୍ଵର୍ଗତ ବିକ୍ରମଦେବ ବର୍ମାଙ୍କ ସ୍ମରଣ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 28 ଜୁନ୍ (ହି.ସ.) - ଜୟପୁର ମହାରାଜା ସ୍ଵର୍ଗତ ବିକ୍ରମଦେବ ବର୍ମାଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧ
ଜୟପୁର ମହାରାଜା ସ୍ଵର୍ଗତ     ବିକ୍ରମଦେବ ବର୍ମାଙ୍କ ସ୍ମରଣ କଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 28 ଜୁନ୍ (ହି.ସ.)

- ଜୟପୁର

ମହାରାଜା ସ୍ଵର୍ଗତ ବିକ୍ରମଦେବ ବର୍ମାଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ

ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ସ୍ଵତନ୍ତ୍ର

ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର ଜୟପୁର ମହାରାଜା ସ୍ଵର୍ଗତ ବିକ୍ରମଦେବ ବର୍ମାଙ୍କ

ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande