ପୁରୀ, ୨୯ ଜୁନ୍(ହି.ସ.) – ପୁରୀ ର ନୂତନ ଜିଲ୍ଲାପାଳ ଭାବେ ଆଜି କାର୍ଯ୍ୟରେ ଯୋଗଦାନ କରିଛନ୍ତି ଚଂଚଳ ରାଣା। ଏହା ପୂର୍ବରୁ ଶ୍ରୀ ରାଣା ଖୋର୍ଦ୍ଧାର ଜିଲ୍ଲାପାଳ ଭାବେ କାର୍ଯ୍ୟରତ ଥିଲେ। ସେହିଭଳି ପୁରୀ ଜିଲ୍ଲାପାଳ ଭାବେ କାର୍ଯ୍ୟରତ ଥିବା ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କର ସାଧାରଣ ପ୍ରଶାସନ ବିଭାଗର ଓଏସଡି ଭାବେ ବଦଳି ହୋଇଛି।
ହିନ୍ଦୁସ୍ଥାନ ସମାଚାର/ବିଜୟ/ବୀଣାପାଣି
.......................................
ହିନ୍ଦୁସ୍ଥାନ ସମାଚାର / ବିଜୟ