ଟ୍ରାଫିକ ପୋଷ୍ଟ ନିକଟସ୍ଥ ଡିଭାଇଡରରେ ତୁଳସୀ ଗଛ ଲଗାଇବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୦୩ ଜୁନ (ହି.ସ.) - ସବୁ ଟ୍ରାଫିକ ପୋଷ୍ଟ ନିକଟସ୍ଥ ଡିଭାଇଡରରେ ତୁଳସୀ ଗଛ ଲଗାଇବାକୁ ସବୁ ୟୁଏଲବିକୁ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଏପରି କରିବା ଫଳରେ ଟ୍ରାଫିକ ପୋଷ୍ଟରେ ଅଟକୁଥିବା ଯାତ୍ରୀ ମାନେ ଭଲ ଅକ୍ସିଜେନ୍ ପାଇପାରି
ଟ୍ରାଫିକ ପୋଷ୍ଟ ନିକଟସ୍ଥ ଡିଭାଇଡରରେ ତୁଳସୀ ଗଛ ଲଗାଇବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ


ଭୁବନେଶ୍ୱର,୦୩ ଜୁନ (ହି.ସ.) - ସବୁ ଟ୍ରାଫିକ ପୋଷ୍ଟ ନିକଟସ୍ଥ ଡିଭାଇଡରରେ ତୁଳସୀ ଗଛ ଲଗାଇବାକୁ ସବୁ ୟୁଏଲବିକୁ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଏପରି କରିବା ଫଳରେ ଟ୍ରାଫିକ ପୋଷ୍ଟରେ ଅଟକୁଥିବା ଯାତ୍ରୀ ମାନେ ଭଲ ଅକ୍ସିଜେନ୍ ପାଇପାରିବେ। ତୁଳସୀ ଗଛ ଭଲ ଅକ୍ସିଜେନ ଦେଇଥାଏ। ଏବେ ଆମ ପାଇଁ ଅକ୍ସିଜେନ କମି କମି ଚାଲିଛି। ତେଣୁ ତୁଳସୀ ଗଛ ଲାଗିଲେ, ଲୋକେ ଅଧିକ ଅକ୍ସିଜେନ ପାଇପାରିବେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande