ମନ୍ତ୍ରୀ ରବି ନାଏକଙ୍କୁ ଜନ୍ମ ଦିନରେ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ
ଭୁବନେଶ୍ୱର, 30 ଜୁନ (ହି.ସ.) । କେନ୍ଦ୍ର ଜନଜାତୀୟ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ରାଜ୍ୟରେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକଙ୍କୁ ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଓଡିଶା ସରକାରଙ୍କ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତି ରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ର
ମନ୍ତ୍ରୀ ରବି ନାଏକଙ୍କୁ ଜନ୍ମ ଦିନରେ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ


ଭୁବନେଶ୍ୱର, 30 ଜୁନ (ହି.ସ.) । କେନ୍ଦ୍ର ଜନଜାତୀୟ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ରାଜ୍ୟରେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକଙ୍କୁ ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଓଡିଶା ସରକାରଙ୍କ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତି ରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକଙ୍କୁ ଜନ୍ମଦିନ ଅବସରରେ ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ। ଆପଣଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ ଜୀବନ ନିମନ୍ତେ ମା' ସମଲେଶ୍ୱରୀଙ୍କ ନିକଟରେ ପ୍ରାର୍ଥନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande