ଭୁବନେଶ୍ୱର, ୩୦ ଜୁନ୍ (ହି.ସ.)- ପୁରୀ ଦଳାଚକଟା ଘଟଣାରେ ରାଜ୍ୟ ମାନବାଧିକାର କମିଶନପୁରୀ ଜିଲ୍ଲାପାଳ ଓ ଏସ୍ ପିଙ୍କୁ ଜବାବ ତଲବ କରିଛନ୍ତି। ଏହାସହ ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ବାକି ରଥଯାତ୍ରା ନୀତି ସଠିକ୍ ଢଙ୍ଗରେ ସମାପନ ପାଇଁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି କମିଶନ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା