ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର, ୦୫ ଜୁନ (ହି.ସ.)- ବିଧାୟକ ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ସୋସିଆଲ ସାଇଟ୍ ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ରେଢ଼ାଖୋଲ ବିଧାୟକ ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀ ଶ୍ରୀମତୀ ଚାରୁଶୀଳା ଆଚାର୍ଯ୍ୟଙ୍
ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ


ଭୁବନେଶ୍ୱର, ୦୫ ଜୁନ (ହି.ସ.)- ବିଧାୟକ ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି।

ସୋସିଆଲ ସାଇଟ୍ ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ରେଢ଼ାଖୋଲ ବିଧାୟକ ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀ ଶ୍ରୀମତୀ ଚାରୁଶୀଳା ଆଚାର୍ଯ୍ୟଙ୍କ ପରଲୋକ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଉଛି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande