୬ ତାରିଖ ଠାରୁ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି କିଲ୍ଲାରେ ଗରମ ଓ ଗୁଳୁଗୁଳି ନେଇ ଚେତାବନୀ : ଆସନ୍ତାକାଲି ପାଇଁ ଗରମ ଓ ଗୁଳୁଗୁଳି ନେଇ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୫ ଜୁନ୍ (ହି.ସ.)- ୬ ତାରିଖ ଠାରୁ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି କିଲ୍ଲାରେ ଗରମ ଓ ଗୁଳୁଗୁଳି ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ୬ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ଗରମ ଓ ଗୁଳୁଗୁଳି ନେଇ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବ
୬ ତାରିଖ ଠାରୁ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି କିଲ୍ଲାରେ ଗରମ ଓ ଗୁଳୁଗୁଳି ନେଇ ଚେତାବନୀ : ଆସନ୍ତାକାଲି ପାଇଁ ଗରମ ଓ ଗୁଳୁଗୁଳି ନେଇ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୫ ଜୁନ୍ (ହି.ସ.)- ୬ ତାରିଖ ଠାରୁ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି କିଲ୍ଲାରେ ଗରମ ଓ ଗୁଳୁଗୁଳି ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ୬ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ଗରମ ଓ ଗୁଳୁଗୁଳି ନେଇ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି ।

ସେହିପରି ଗରମ ଓ ଗୁଳୁଗୁଳି ନେଇ ୭ ତାରିଖ ପାଇଁ ୧୧ ଜିଲ୍ଲା, ୮ ତାରିଖ ପାଇଁ ୧୧ ଜିଲ୍ଲା ଏବଂ ୯ ତାରିଖ ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande