ଭୁବନେଶ୍ୱର, ୦୫ ଜୁନ (ହି.ସ.)- ଆସନ୍ତାକାଲି (ଶୁକ୍ରବାର) ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ଠାରେ କ୍ୟାବିନେଟ୍ ବୈଠକ ବସିବ। ଏଥିରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିପାରେ ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା