ଭୁବନେଶ୍ୱର, 5 ଜୁନ୍ (ହି.ସ.)- ବିଧାୟକ ଶ୍ରୀ
ସୁଧୀର ରଞ୍ଜନ ପାଟ୍ଟଯୋଶୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ
ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଧର୍ମଗଡ଼ର ଲୋକପ୍ରିୟ
ବିଧାୟକ ଶ୍ରୀ ସୁଧୀର ରଞ୍ଜନ ପାଟ୍ଟଯୋଶୀଙ୍କୁ ଜନ୍ମଦିନ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଓ
ଶୁଭକାମନା।ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ମା ଭଣ୍ଡାରଘରଣୀ ଆପଣଙ୍କୁ ସୁଖୀ,
ନିରୋଗ ଓ ଦୀର୍ଘାୟୁ କରିବା ସହ ଜନସେବା ପାଇଁ ଅସୀମ
ଶକ୍ତି ପ୍ରଦାନ କରନ୍ତୁ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା